ଧନୁ By Sambad Digital Last updated Sep 18, 2022 ସେୟାର ଧନୁ: ଲୋକମାନଙ୍କୁ ସହଜରେ ନିଜ କଥାରେ ପ୍ରଭାବିତ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତି ମାନ ସମ୍ମାନ ପାଇବେ। କେହି ଆପଣଙ୍କ ସହ ମିଶିବାକୁ ଚେଷ୍ଟା କରିପାରନ୍ତି।